Masthead

ମଧ୍ୟପ୍ରଦେଶର ୭ ଜିଲ୍ଲାରେ ସ୍କୁଲ ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଢୁଛି କରୋନା ସଂକ୍ରମଣ ସଂଖ୍ୟା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମଧ୍ୟପ୍ରଦେଶ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ୭ ଜିଲ୍ଲାରେ ଏପ୍ରିଲ ୧୫ ଯାଏଁ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କ  ନିର୍ଦ୍ଦେଶ ଅନୁସାରେ, ଭୋପାଳ, ଇନ୍ଦୋର, ଜବଲପୁର, ବୈତୁଲ, ଛିନ୍ଦଓ୍ୱାଡା, ଖରଗୋନ୍ ଓ ରତଲାମରେ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲ ବନ୍ଦ ରହିବ।ଏପ୍ରିଲ ୧୫ ଯାଏଁ ଏସବୁକୁ ବନ୍ଦ ରଖାଯିବ ।

ଏହି ସମୟରେ ଅନଲାଇନ ପାଠପଢା ଚାଲିବ ବୋଲି କୁହାଯାଇଛି । ଗତ ୨୪ ଘଣ୍ଟାରେ ଦେଶରେ ୮୧ ହଜାରରୁ ଅଧିକ ପଜିଟିଭ ମାମଲା ଚିହ୍ନଟ ହୋଇଛି । କରୋନା ସଂକ୍ରମଣ ମାମଲା ବଢିବା କାରଣରୁ ରାଜ୍ୟ ଗୃହ ବିଭାଗ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲକୁ ଏପ୍ରିଲ ୧୫ ଯାଏଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ‘ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ’ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ