Masthead

ହସ୍ପିଟାଲରେ ଭର୍ତ୍ତି ହେଲେ ସଚ୍ଚିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହସ୍ପିଟାଲରେ ଭର୍ତ୍ତି ହେଲେ ମହାନ କ୍ରିକେଟର ସଚ୍ଚିନ ତେନ୍ଦୁଲକର । ଗତ ମାର୍ଚ୍ଚ ୨୭ ତାରିଖରେ ସେ କରୋନାରେ ସଂକ୍ରମିତ ହୋଇଥିଲେ । ଆଜି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ଟ୍ୱିଟ୍ କରି କହିଛନ୍ତି, ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି । ୨ ଦିନ ମଧ୍ୟରେ ସେ ହସ୍ପିଟାଲରୁ ଫେରିଆସିବେ ବୋଲି ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।

ମାର୍ଚ୍ଚ ୨୭ରେ ସେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସେ ନିଜକୁ ହୋମ୍ କ୍ୱାରେଣ୍ଟାଇନ କରାଇନେଇଥିଲେ ଏବଂ ଏହାସହିତ କରୋନାର ସମସ୍ତ ପ୍ରଟୋକଲକୁ ମାନି ଓ ଡାକ୍ତରଙ୍କ ନିର୍ଦ୍ଦେଶ ପାଳନ କରୁଛନ୍ତି ବୋଲି ଟ୍ୱିଟ୍ କରି କହିଛନ୍ତି । ସଚ୍ଚିନ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କର ସମସ୍ତ ପରିବାର ସଦସ୍ୟଙ୍କ କରୋନା ଟେଷ୍ଟ କରାଯାଇଥିଲା । ପରେ ସେମାନଙ୍କ ରିପୋର୍ଟ ନେଗେଟିଭ ଆସିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ