Masthead

ଆସନ୍ତା ୩ ସପ୍ତାହ ବସିବନି ହାଟ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଆସନ୍ତା ୩ ସପ୍ତାହ ବନ୍ଦ ରହିବ ଝାରସୁଗୁଡ଼ା ଜିଲ୍ଲାର ସମସ୍ତ ସାପ୍ତାହିକ ହାଟ । ଏହି ସାପ୍ତାହିକ ହାଟ ବସିବା ଦ୍ୱାରା ହାଟୁଆଙ୍କର ଭିଡ଼ ଜମୁଛି । ଲୋକଙ୍କ ଭିତରେ ସାକାଜିକ ଦୂରତା ରହୁନି, କେହି କେହି ମାସ୍କ ମଧ୍ୟ ଲଗାଉ ନାହାନ୍ତି ।

କରୋନା ସଂକ୍ରମଣ ବୃଦ୍ଧିକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ହାଟରେ ମିଳୁଥିବା ପନିପରିବା ଓ ଅନ୍ୟାନ୍ୟ ସାମଗ୍ରୀ ଅନ୍ୟତ୍ର ବିକ୍ରି କରିବାର ବ୍ୟବସ୍ଥା କରାଯାଇଥିବା କଥା କହିଛି ଜିଲ୍ଲା ପ୍ରଶାସନ ।ଏନେଇ ଝାରସୁଗୁଡ଼ା ଜିଲ୍ଲାପାଳ ଟ୍ୱିଟକରି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼