Masthead

ବିଏମସି ଜାରି କଲା ନୂଆ ଗାଇଡଲାଇନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଆଣିଲା ନୂଆ କୋରୋନା ଗାଇଡଲାଇନ । ଗାଇଡଲାଇନ ଅନୁଯାୟୀ ବାହାଘରରେ ସର୍ବାଧିକ ୧୦୦ ଏବଂ ଅନ୍ତିମ ସଂସ୍କାରରେ ସର୍ବାଧିକ ୫୦ ଜଣ ସାମିଲ ହୋଇପାରିବେ । ୬ ଏପ୍ରିଲରୁ ଏହି ନୂଆ ନିୟମ ଲାଗୁ ହେବ । ନୂଆ କୋଭିଡ କଟକଣାକୁ କଡାକଡି କରିଛି ବିଏମସି । ଜନସମାଗମ ଓ ସମାବେଶ ଉପରେ ବିଏମସି ରୋକ ଲଗାଇଛି।

କନଫରେନ୍ସ, କନକ୍ଲେଭ୍ ଆଦି କାର୍ଯ୍ୟକ୍ରମ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ବନ୍ଦ । ଶତବାର୍ଷିକୀ, ଗୋଲ୍ଡେନ ଜୁବଲି, ସିଲଭର ଜୁବଲି ଉପରେ ମଧ୍ୟ ରୋକ୍ ଲଗାଇଲା ବିଏମସି । ସେହିପରି ଶିକ୍ଷାନୁଷ୍ଠାନ ଗୁଡ଼ିକରେ ବାର୍ଷିକ ଉତ୍ସବ ପାଳନ ଉପରେ ପ୍ରତିବନ୍ଧକ ଲଗାଇଥିବାବେଳେ କୌଣସି କାର୍ଯ୍ୟକ୍ରମ ପାଇଁ ବିଏମସି ଠାରୁ ନେବାକୁ ପଡ଼ିବ ଅନୁମତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ