ବାଙ୍ଗଲାଦେଶରେ ଲକଡାଉନ

ଢାକା (ବଡ଼ ଖବର):କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବାଙ୍ଗଲାଦେଶରେ ଲକଡାଉନ୍ ଘୋଷଣା ହୋଇଛି। ସୋମବାରଠାରୁ ଏହି ଲକଡାଉନ ଘୋଷଣା ହୋଇଛି। ବଢ଼ୁଥିବା କରୋନା ମାମଲାକୁ ରୋକିବା ପାଇଁ ବାଙ୍ଗଲାଦେଶ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। ତାଲାବନ୍ଦ ସମୟରେ ସମସ୍ତ ଅଫିସ ଏବଂ କୋର୍ଟ ବନ୍ଦ ରହିବ। କେବଳ ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡ଼ିଦେଲେ ଅନ୍ୟ ସବୁ ଦୋକାନ ବଜାର ବନ୍ଦ ରହିବ। କିନ୍ତୁ ଇଣ୍ଡଷ୍ଟ୍ରି ଏବଂ କମ୍ପାନୀ ଚାଲୁ ରହିବ। କରୋନା ଗାଇଡଲାଇନ୍ ଅନୁଯାୟୀ କର୍ମଚାରୀମାନେ କାମ କରିପାରିବେ।

କିଛି ଦିନ ମଧ୍ୟରେ ବାଙ୍ଗଲାଦେଶରେ କରୋନାର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ରେକର୍ଡ ଭାଙ୍ଗିଛି । ଗତବର୍ଷର ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ଜୁନ୍-ଜୁଲାଇ ମାସରେ ବଢଛି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ବାଙ୍ଗଲାଦେଶ ସରକାର ଏଭଳି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ