Masthead

ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ରାଉରକେଲା (ବଡ଼ ଖବର ବ୍ୟୁରୋ) : ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ କଣ୍ଟ୍ରୋଲ ରୁମର କେଵୁଲ କମ୍ପ୍ୟୁଟର, ମନିଟର ଓ ପ୍ୟାନେଲ ବୋର୍ଡ ସହ ଅନ୍ୟ ସରଞ୍ଜାମ ଜଳି ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି । ରବିବାର ବିଳମ୍ବିତ ରାତିରେ ପ୍ଲାଣ୍ଟର ଏସଏମଏସ୍-୨ରେ ସ୍ଲାଗ ବଏଲର ଫାଟି ନିଆଁ ଲାଗିଛି। ଫଳରେ ସ୍ଲାଗ ବଏଲର କଣ୍ଟ୍ରୋଲ ରୁମ୍ ଅନେକ ଯନ୍ତ୍ରପାତି, ବିଦ୍ୟୁତ୍ ସରଞ୍ଜାମ ସବୁ ନଷ୍ଟ ହୋଇଯାଇଛି।

ଖବର ପାଇ ଘଟଣାସ୍ଥଳରେ ୨ଟି ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଛନ୍ତି। ଇସ୍ପାତ କାରଖାନାର ମୁଖ୍ୟ ନିର୍ବାହୀ ଅଧିକାରୀ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ତେବେ ଏହି ଅଗ୍ନିକାଣ୍ଡରେ ମୃତାହତର କୌଣସି ସୂଚନା ମିଳିନାହିଁ। ସେପଟେ ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଆରଏସପି ସିଇଓ। ୪ ଜଣ ସିଜିଏମ୍ ତଦନ୍ତ କରି ରିପୋର୍ଟ ଦେବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ