ଲକ୍ଷେ ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଲକ୍ଷେ ଟପିଛି । ୨୪ ଘଂଟା ମଧ୍ୟରେ ୪୭୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୧୦୧କୁ ବୃଦ୍ଧି ପାଇଛି । ସେଭଳି ୨୪ ଘଣ୍ଟାରେ ୧ ଲକ୍ଷ ୩ ହଜାର ୫୫୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରନ୍ତ ସଂଖ୍ୟା ୧କୋଟି ୨୫ ଲକ୍ଷ ୮୯ହଜାର ୬୭ରେ ପହଂଚିଛି ।

କରୋନାରୁ ୧ କୋଟି ୧୬ ଲକ୍ଷ ୮୨ ହଜାର ୧୩୬ ଜଣ ସୁସ୍ଥ ହୋଇଥିବାବେଳେ ସକ୍ରିୟ ସଂଖ୍ୟା ୭ ଲକ୍ଷ ୪୧ ହଜାର ୮୩୦ରେ ପହଂଚିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୮ ଲକ୍ଷ ୬୫ ହଜାର ୫୧୭କୁ ବୃଦ୍ଧି ହୋଇଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧୩ କୋଟି ୧୮ ଲକ୍ଷ ୯୭ ହଜାର ୮୦୦କୁ ବୃଦ୍ଧି ହୋଇଛି । ସୁସ୍ଥ ସଂଖ୍ୟା ୧୦ କୋଟି ୬୧ ଲକ୍ଷ ୮୩ ହଜାର ୭୦୮କୁ ପଂହଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ