Masthead

ଚିଲିକାରେ ଆଉ ଏକ ନୂଆ ଭସାପୋଲ

କୃଷ୍ଣପ୍ରସାଦ:
ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକକୁ ଯାତାୟାତ କରିବା ପାଇଁ ଆଉ ଏକ ନୂତନ ଭସାପୋଲ ଚିଲିକାରେ ଚଳାଚଳ ଆରମ୍ଭ ହୋଇଛି । ଦୀର୍ଘଦିନ ଧରି ଅଞ୍ଚଳ ବାସୀଙ୍କର ଦାବି ପରେ ସିଡିଏ କର୍ତ୍ତୃପକ୍ଷ ଚିଲିକା ରେ ଆଉ ଏକ ଭସାପୋଲ ନିୟୋଜିତ କରିଛନ୍ତି । ଯାହାକି ଚିଲିକା ଟାପୁରେ ଥିବା କୃଷ୍ଣପ୍ରସାଦ ବ୍ଳକ ବାସୀ ସାତପଡ଼ା ଠାରୁ ଜହ୍ନିକୁଦା ଘାଟ ପର୍ଯ୍ୟନ୍ତ ନିର୍ଭୟ ରେ ଚିଲିକା ପାର ହୋଇପାରିବେ ।ଏହି ଖବର ପରେ ଅଂଚଳରେ ଲୋକମନଙ୍କ ମନରେ ଖୁସିର ଲହରୀ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ