ଜଷ୍ଟିସ୍ ଏନ.ଭି. ରମଣ ପ୍ରଧାନ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜଷ୍ଟିସ୍ ଏନ.ଭି. ରମଣଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ମିଳିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଜଷ୍ଟିସ ରମଣ ସୁପ୍ରିମକୋର୍ଟର ୪୮ତମ ପ୍ରଧାନ ବିଚାରପତି ଭାବେ ଏପ୍ରିଲ୍ ୨୪ ତାରିଖରେ ଦାୟିତ୍ୱ ଗ୍ରହଣ କରିବେ । ବର୍ତ୍ତମାନ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ୍ ଶରଦ ଅରବିନ୍ଦ ବୋବଡେ ଏପ୍ରିଲ୍ ୨୪ରେ ଅବସର ଗ୍ରହଣ କରିବେ ।

ଜଷ୍ଟିସ ରମଣ ସୁପ୍ରିମକୋର୍ଟର ବରିଷ୍ଠ ଓକିଲ ଭାବେ କାର୍ଯ୍ୟରତ । ଜଷ୍ଟିସ୍ ରମଣ ୧୯୮୩ ମସିହା ଫେବୃଆରୀ ମାସରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାସହିତ ସେ ବିଭିନ୍ନ ସରକାରୀ ବିଭାଗ ଲାଗି ପରାମର୍ଶଦାତା ଭାବେ କାର୍ଯ୍ୟ ମଧ୍ୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ