Masthead

ପୁରୀ ଯାଉଛନ୍ତି କି ? ଜାଣନ୍ତୁ ଗାଇଡ ଲାଇନ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ କରୋନା କଟକଣା କଡାକଡି କରାଯାଇଛି। ଗତ ୨୪ ଘଣ୍ଟାରେ ଜିଲ୍ଲାରେ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଜିଲ୍ଲାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ଶହେ ପାର ହୋଇଛି। ବଢୁଥିବା ସଂକ୍ରମଣକୁ ଆଖି ଆଗରେ ରଖି ପୁରୀ ଜିଲ୍ଲା ପ୍ରଶାସନ ଏହି ନିସ୍ପତ୍ତି ନେଇଛି।

ବଢ଼ୁଥିବା କୋଭିଡ୍ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଆରଟି ପିସିଆର ନେଗେଟିଭି ରିପୋର୍ଟ ବାଧ୍ୟମୂଳକ କରାଯାଇଛି । କରୋନା ନେଗେଟିଭ୍ ରିପୋର୍ଟ ନଥିଲେ ହୋଟେଲରେ ରହିବାକୁ ଅନୁମତି ଦିଆଯିବ ନାହିଁ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର