Masthead

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଲାଠି ଚାର୍ଜ

ସମ୍ବଲପୁର (ବଡ ଖବର ବ୍ୟୁରୋ) : ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଲାଠି ଚାର୍ଜ । ପୋଲିସ ଓ ଛାତ୍ର କଂଗ୍ରେସର ସଦସ୍ୟ ମୁହାଁମୁହିଁ । ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠି ଚାର୍ଜ କରିଥିଲା ।

ସୂଚନାନୁଯାୟୀ, ଅନଲାଇନ ପରୀକ୍ଷା କରିବା ପାଇଁ ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଛାତ୍ର କଂଗ୍ରେସ ଭେଟିବାକୁ ଆସିଥିଲା। କିନ୍ତୁ ଅନଲାଇନ୍ ପରୀକ୍ଷା ସ୍ଥିତି ଦେଖିକି କରିବାକୁ କୁଳପତି କହିଥିଲେ। ଛାତ୍ର କଂଗ୍ରେସ ର କର୍ମକର୍ତ୍ତା କୁଳପତିଙ୍କ କଥାକୁ ବିରୋଧ କରି ବିଶ୍ଵବିଦ୍ୟାଳୟର ବିଭିନ୍ନ ଜିନିଷ ଭାଙ୍ଗିଥିଲା। ଯାହା ଫଳରେ ପୋଲିସ ଓ ଛାତ୍ର ମୁହାଁ ମୁହିଁ ହୋଇଥିଲେ । ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠିଚାର୍ଜ କରିବାକୁ ବାଧ୍ୟ ହୋଇଥିଲା। ଏଥିରେ ପ୍ରାୟ ୨୫ ଜଣ ଆହତ ହୋଇଥିବା ବେଳେ ୩ ଜଣଙ୍କୁ ବୁର୍ଲା ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା