Masthead

ହାତୀ ନେଲା ୨ ମୁଣ୍ଡ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ୨ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଛେଣ୍ଡିପଦା ରାମଚନ୍ଦ୍ରପୁର ଗାଁରେ। ହାତୀ ଆକ୍ରମଣରେ ଦୁଇ ଜଣ ମୃତ ହୋଇଥିବା ସୂଚନା ମିଳିଛି। ମୃତକ ମଧ୍ୟରେ ଜଣେ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ମୃତକ ମାନେ ହେଲେ ପଞ୍ଚାନନ ପାଣିଗ୍ରାହୀ ଏବଂ ସୁଆଗି ସେଠି। ଏମାନେ ମହୁଲ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିବା ସୂଚନା ମିଳିଛି। ବର୍ତ୍ତମାନ ମଧ୍ୟ ହାତୀଟି ସେହି ଆଖପାଖ ଅଂଚଳରେ ରହିଥିବା ସୂଚନା ମିଳିଛି । ହାତୀଟି ବର୍ତ୍ତମାନ ଲୋକମାନଙ୍କୁ ଗୋଡାଉ ଥିବା ଜଣାପଡ଼ିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ