Masthead

କରୋନାରେ ସଂକ୍ରମିତ ହେଲେ ଗୋଟିଏ ହସ୍ପିଟାଲର ୪୦ ଡାକ୍ତର

ଲକ୍ଷ୍ନୌ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାର ଲାଗିଛି । ଏଥିରୁ ବାଦ ପଡ଼ି ନାହାନ୍ତି ଡାକ୍ତର । ଗୋଟିଏ ହସ୍ପିଟାଲରେ ୪୦ ଜଣ ଡାକ୍ତର କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସମସ୍ତ ଡାକ୍ତର କୋଭିଡର ଦୁଇଟି ଯାକ ଟିକା ନେଇଥିବା ସୂଚନା ରହିଛି। ସଂକ୍ରମିତ ହୋଇଥିବା ଡାକ୍ତର ଲକ୍ଷ୍ନୌର କିଙ୍ଗ ଜର୍ଜ ମେଡିକାଲ ବିଶ୍ୱବିଦ୍ୟାଳୟର। ଏବେ ଡାକ୍ତର ଅନେକ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି । ଏହାକୁ ନେଇ ୟୁପି ସରକାର ଏବେ ଚିନ୍ତାରେ ପଡିଛନ୍ତି।

ମଙ୍ଗଳବାର କେଜିଏମୟୁ ବିଶ୍ୱବିଦ୍ୟାଳୟର କୁଳପତି ଡାକ୍ତର ବିପୀନ ପୁରୀ ସମେତ ମୋଟ ୪୦ ଜଣ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଯେଉଁଥିରେ ସର୍ଜରୀ ବିଭାଗର ୨୦ ଜଣ ଡାକ୍ତର ଥିବାବେଳେ ୟୁରୋଲଜି ବିଭାଗର ୯ ଜଣ, କ୍ରିଟିକାଲ କେୟାର ମେଡିସିନ ବିଭାଗର ତିନି ଜଣ ଡାକ୍ତର ରହିଥିବାବେଳେ ଅନ୍ୟାନ୍ୟ କର୍ମଚାରୀ ଓ ଚିକିତ୍ସିକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା