Masthead

ଆଜିଠାରୁ କଡ଼ାକଡ଼ି କୋଭିଡ ଯାଞ୍ଚ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା । ଏଥିପାଇଁ ରାଜ୍ୟ ସରକାର ଚିନ୍ତାରେ। ଏହାକୁ ଦୃଷ୍ଟିରେ ରଖି ବୁଧବାରଠାରୁ କଡ଼ାକଡ଼ି ହେବ କୋଭିଡ ଯାଞ୍ଚ । ବିଶେଷ କରି ମାସ୍କ ପିନ୍ଧିବା ଓ ସାମାଜିକ ଦୂରତାର ଯାଞ୍ଚକୁ କଡ଼ାକଡ଼ି କରାଯିବା । ଲୋକଙ୍କୁ ସଚେନତ ବି କରାଯିବ । ବୁଧବାରଠାରୁ ସ୍ୱତନ୍ତ୍ର ଡ୍ରାଇଭ ଆରମ୍ଭ ହେବ । ୭ ରୁ ୧୬ ପର୍ଯ୍ୟନ୍ତ୧୦ ଦିନ ଧରି ଯାଞ୍ଚ ଚାଲିବ । କୋଭିଡ ସ୍ଥିତିର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ସ୍ପେଶାଲ ଡ୍ରାଇଭ୍ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଓଡ଼ିଶା ପୋଲିସ ଡିଜିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟର କରୋନା ସଂକ୍ରମଣ ବଢୁଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖମନ୍ତ୍ରୀ । ସମୀକ୍ଷା ବେଳେ ଫୋକସରେ ରହିଛି ପଶ୍ଚିମ ଓଡିଶା । ପଡୋଶୀ ଛତିଶଗଡ ଯୋଗୁଁ ପଶ୍ଚିମ ଓଡିଶାରେ କରୋନା ସଂକ୍ରମଣ ବଢୁଥିବାରୁ ଏହି ଜିଲ୍ଲାଗୁଡିକ ଉପରେ ଅଧିକ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କରୋନା ମୁକାବିଲା ଲାଗି ତୁରନ୍ତ ଡାକ୍ତର, ପାରା ମେଡିକାଲ ଷ୍ଟାଫ, ଲ୍ୟାବ ଟେକନିସିଆନ ସହ ଆବଶ୍ୟକୀୟ ମ୍ୟାନପାୱାର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ