Masthead

ହସ୍ପିଟାଲରେ ଭର୍ତ୍ତି ହେଲେ ଅଜିତ୍ ମଙ୍ଗରାଜ

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଉପନିର୍ବାଚନକୁ ନେଇ ସରଗରମ ହେଉଛି ରାଜନୀତି । ପ୍ରତ୍ୟକ ଦଳର ପ୍ରାର୍ଥୀମାନେ ଭୋଟର ମାନଙ୍କୁ ଆକୃଷ୍ଟ କରିବା ପାଇଁ ଆପଣାଉଛନ୍ତି ବିଭିନ୍ନ ପଦକ୍ଷେପ । ଅନ୍ୟପଟେ ଆଜି ପିପିଲିରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ପ୍ରଚାରବେଳେ ହଠାତ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡେଲାଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବୋରବାଇ ଗାନ୍ଧିପିଠରୁ ବୁଧବାର ପ୍ରଚାର ଆରମ୍ଭ କରିଥିଲେ ଅଜିତ । ସେଠାରେ ସେ ହଠାତ୍ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡେଲାଙ୍ଗ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅଜିତଙ୍କର ଚିକିତ୍ସା ଚାଲିଛି । ସେପଟେ ଅଜିତଙ୍କୁ ହସ୍ପିଟାଲରେ ଭେଟିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼