Masthead

ତ୍ରିପୁରା ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍

ଅଗରତାଲା (ବଡ଼ ଖବର ବ୍ୟୁରୋ): ତ୍ରିପୁରା ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ କୁମାର ଦେବ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେ ଘରେ ଆଇସୋଲେସନରେ ରହିଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ଏହାସହିତ ସେ ସମସ୍ତଙ୍କୁ କୋଭିଡ ଗାଇଡ ଲାଇନ ମାନିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । କରୋନାର ଦ୍ୱିତୀୟ ଲହର ସାରା ଦେଶକୁ ଭୟଭୀତ କରି ରଖିଛି । ଏହାକୁ ଦୃଷ୍ଟିରେ ରଖି ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି । ମାସ୍କ, ସାନିଟାଇଜର ବ୍ୟବହାର ଏବଂ ସମାଜିକ ଦୂରତାକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ