Masthead

ଭାଇ, ମତେ ଉଦ୍ଧାର କର

ବାଣପୁର (ବଡ଼ ଖବର ବ୍ୟୁରୋ): ଭାଇ, ବହୁତ ଅସୁବିଧାରେ ଅଛି । ମତେ ଉଦ୍ଧାର କର । +୩ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କର ଏହେଉଛି ଭାଇକୁ ଆକୁଳ ନିବେଦନ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା କେଶପୁର ଗାଁର ଜଣେ କଲେଜପଢୁଆ ଛାତ୍ରୀ ଅନଲାଇନ ଚାକିରି ଆବେଦନ କରିଥିଲେ । ପରେ ସେ ଜାନୁଆରୀ ୨୯ରେ ଉତ୍ତରପ୍ରଦେଶ ଆହ୍ଲାବାଦର ଯଶରାକୁ ଯାଇଥିଲେ ।

ସେଠାରେ ଛାତ୍ରୀଙ୍କୁ ଅଟକ ରଖାଯାଇଥିଲା । ଛାତ୍ରୀଜଣକ ଘରେ ନକହି ଚାଲିଯାଇଥିବାରୁ ପରିବାର ଲୋକେ ଫେବୃୟାରୀ ୪ ତାରିଖରେ ବାଣପୁର ଥାନାରେ ଏତଲା ଦେଇଥିଲେ । ପୋଲିସ ଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼