Masthead

କୋଭିଡ କୋଭାକ୍ସିନର ଦ୍ୱିତୀୟ ଡୋଜ ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢବାରେ ଲାଗିଛି । ତା ମଧ୍ୟରେ ଗୁରୁବାର କୋଭିଡ କୋଭାକ୍ସିନର ଦ୍ୱିତୀୟ ଡୋଜ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିଲ୍ଲୀ ଏମ୍ସରେ କୋଭାକ୍ସିନ ନେବା ସହ ଲୋକଙ୍କୁ ଭ୍ୟାକ୍ସିନ ନେବା ପାଇଁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି । ଭୂତାଣୁକୁ ହରାଇବା ଲାଗି ଟିକାକରଣ ଏକ ମାତ୍ର ଉପାୟ । ମୋଦୀ କରୋନା ଟିକାର ଦ୍ୱିତୀୟ ଡୋଜ ପୁଡୁଚେରୀର ନର୍ସ ପି ନିବେଦା ଦେଇଥିବା ବେଳେ ତାଙ୍କ ସହିତ ପଞ୍ଜାବର ନର୍ସ ନିଶା ଶର୍ମା ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ କରୋନା ଟିକାର ପ୍ରଥମ ଡୋଜ ମାର୍ଚ୍ଚ ୧ରେ ନେଇଥିଲେ । ସେତେବେଳେ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଚାନକ ଦିଲ୍ଲୀସ୍ଥିତ ଏମ୍ସରେ ପହଞ୍ଚି ଭାରତ ବାୟୋଟେକର କୋଭାକ୍ସିନ ଟିକା ନେଇଥିଲେ । ଦିଲ୍ଲୀ ଏମ୍ସରେ କାର୍ୟ୍ୟରତ ପୁଡୁଚେରୀର ନର୍ସ ପି,ନିବେଦା ମୋଦୀଙ୍କୁ କୋଭିଡ ଟିକାର ପ୍ରଥମ ଡୋଜ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର