Masthead

GIET ୩ ଦିନ ପାଇଁ ସିଲ୍

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା ଗୁଣପୁରସ୍ଥିତ ଗାନ୍ଧି ଇନଷ୍ଟିଚ୍ୟୁଟ୍ ଅଫ୍ ଇଂଜିନିଅରିଂ ଆଣ୍ଡ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟରୁ ୨ କରୋନା ପଜିଟିଭ ଚିହ୍ନଟ । ବର୍ତ୍ତମାନ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ। ବିଶ୍ୱବିଦ୍ୟାଳୟକୁ ଗୁରୁବାରଠାରୁ ୩ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଗୁଣୁପୁର ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଆସନ୍ତା ୧୦ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ ସମ୍ପୂର୍ଣ୍ଣ ବନ୍ଦ ରହିବ ।

ଫଳରେ କ୍ୟାମ୍ପସ ବାହାରେ ଥିବା ଛାତ୍ରଛାତ୍ରୀ, ଷ୍ଟାଫ୍ ଭିତରକୁ ଆସିପାରିବେ ନାହିଁ । ଭିତରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍ ବାହାରକୁ ଯାଇ ପାରିବେ ନାହିଁ । କ୍ୟାମ୍ପସ ମଧ୍ୟରେ ଥିବା ସମସ୍ତଙ୍କର ଗୁରୁବାରଠୁ କୋଭିଡ ଟେଷ୍ଟ କରାଯିବ। ମେଡିକାଲ୍ ଟିମକୁ ସହଯୋଗ କରିବା ଲାଗି କ୍ୟାମ୍ପସରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫଙ୍କୁ ପରାମର୍ଶ ଦିଆଯାଇଛି। ଏହାବ୍ୟତୀତ କ୍ୟାମ୍ପସ ବାହାରେ ଥିବା ହଷ୍ଟେଲରେ ରହୁଥିବା ପିଲାଙ୍କୁ ମଧ୍ୟ ବାହାରକୁ ବାହାରିବାକୁ ବାରଣ କରାଯାଇଛି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି