Masthead

ପୋଖରୀରୁ କଙ୍କାଳ ଉଦ୍ଧାର

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ସଦରଥାନା ଅଷ୍ଟପ୍ରହରାଜପୁର ଗ୍ରାମର ଶୁଖି ଆସୁଥିବା ଏକ ପୋଖରୀରୁ ଗୁରୁବାର ସକାଳେ ଜଣେ ମହିଳାଙ୍କ କଙ୍କାଳ ଦିଶୁଥିବା ଗଳିତ ଶବ ଉଦ୍ଧାର ହୋଇଛି। ସ୍ଥାନୀୟ ବାସିନ୍ଦା ରାସ୍ତାକଡ଼ରେ ଥିବା ଉକ୍ତ ପୋଖରୀରେ କଙ୍କାଳଟି ପଡ଼ିଥିବା ଦେଖିବା ପରେ ଘଟଣାଟି ସାମ୍ନାକୁ ଆସିଛି।

ମହିଳାଙ୍କ କଙ୍କାଳରେ ଓଢ଼ଣିଟିଏ ବନ୍ଧା ହୋଇଛି। ତାଙ୍କର ବୟସ ପ୍ରାୟ ୩୦ କିମ୍ବା ୩୫ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?