Masthead

କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ତାତିରୁ ମିଳିଛି ଆଶ୍ୱସ୍ତି । ୪ଦିନ କାଳବୈଶାଖୀ ସମ୍ଭାବନା । ରାଜ୍ୟରେ କିଛି କିଛି ସ୍ଥାନରେ ତାପମାତ୍ରା ବଢିଥିବା ବେଳେ କେତେକ ସ୍ଥାନରେ ପାରଦ ସ୍ତର ଖସିଛି । ରାଜ୍ୟରେ ୯ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି । ଟିଟିଲାଗଡରେ ୪୨ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ।

ଏଥିସହ ଝାରସୁଗୁଡା, ତାଳଚେର, ଭବାନୀପାଟଣା, ବଲାଙ୍ଗିର, ମାଲକାନାଗିରି, ସୋନପୁର, ବୈଦ୍ଧ ଓ ରାୟଗଡାରେ ତାପମାତ୍ରା ୪୦ ଡିଗ୍ରୀ ପାର କରିଛି । ସେହିପରି କେନ୍ଦ୍ରର ସୂଚନା ଅନୁସାରେ ଶୁକ୍ରବାର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ କେନ୍ଦ୍ରାପଡ଼ାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା