Masthead

ପର୍ଯ୍ୟଟନସ୍ଥଳୀ ଉପରେ ଲାଗିଲା କଟକଣା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମରେ ପର୍ଯ୍ୟଟନସ୍ଥଳୀ ଉପରେ କଟକଣା ଲଗାଇଲେ ଜିଲ୍ଲାପାଳ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପରି ନିଷ୍ପତି ନେଇଛି ଜିଲ୍ଲା ପ୍ରଶାସନ । ଶନିବାର- ରବିବାର ବନ୍ଦ ରହିବ ଗୋପାଳପୁର ଓ ସୁନାପୁର ବିଚ୍ । ଏହାସହିତ ସୋମବାର ରାମଲିଙ୍ଗେଶ୍ୱର ପାର୍କ ଓ ତାମ୍ପରା ମଧ୍ୟ ବନ୍ଦ ରହିବ ।

ଏନେଇ ଟ୍ୱିଟ୍ କରି ସୁଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏପରି ନିଷ୍ପତି ନେଇଛି । ଆଜି ଗଞ୍ଜାମ ଜିଲ୍ଲାରୁ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେଣୁ ଆଗକୁ ଯେପରି କରୋନା ସଂକ୍ରମଣ ନ ବଢେ ଏହାକୁ ଲକ୍ଷ କରି ଗଞ୍ଜାମ ଜିଲ୍ଲାପାଳ ଏପରି ନିଷ୍ପତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା