Masthead

ତାତିଲେ ବାଣୀବିହାର ଛାତ୍ରଛାତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା କାୟା ବିସ୍ତାର କରିଥିବାବେଳେ ଏଥିରେ ପ୍ରଭାବିତ ହୋଇଛନ୍ତି ଛାତ୍ରଛାତ୍ରୀ । କରୋନା ଯେପରି ପାଠ ପଢାଇବା ଉପରେ ଲଗାଇଛି ରୋକ । ଫଳରେ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ହୋଇଛି । ଶିକ୍ଷାନୁଷ୍ଠାନ ବନ୍ଦ ପ୍ରତିବାଦରେ ତାତିଛନ୍ତି ବାଣୀବିହାର ଛାତ୍ରଛାତ୍ରୀ । ବାଣୀବିହାର ମୁଖ୍ୟ ଫାଟକ ସମ୍ମୁଖରେ ଛାତ୍ରଛାତ୍ରୀ ଆନ୍ଦୋଳନ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

କରୋନାରେ ଶିକ୍ଷାନୁଷ୍ଠାନ ବନ୍ଦ ରଖି ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶର ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ ।
ଶତାଧିକ ଛାତ୍ରଛାତ୍ରୀ ପ୍ଲାକାର୍ଡ ଓ ବ୍ୟାନର ଧରି ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାସ୍ତାରେ ଧାରଣା ଦେଇଛନ୍ତି । କରୋନା ସଂକ୍ରମଣ ବଢୁଥିବାବେଳେ ବିଭିନ୍ନ ସଭାସମିତି, ନିର୍ବାଚନ ରାଲି, ପ୍ରଚାର ଆଦି ହେଉଥିବା ବେଳେ କ’ଣ ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ କରି ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଉଛି ତାହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ