Masthead

ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ସଙ୍ଗୀନ ହେବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମ୍ବୋଧନରେ ରାଜ୍ୟବାସୀଙ୍କୁ କରୋନା ସମ୍ପର୍କିତ ବାର୍ତ୍ତା ଦେଇପାରନ୍ତି ମୁଖ୍ୟମନ୍ତ୍ରୀ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୪୧ଟି ଆକ୍ଟିଭ୍‌ କେସ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ