Masthead

ଓଡ଼ିଶା ଆସିଲେ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ କରୋନାର ଦ୍ୱିତୀୟ ଲହରୀ ଭୟଙ୍କର ରୂପ ନେଉଛି । ଦିନକୁ ଦିନ ଓଡ଼ିଶାରେ ଭୟଙ୍କର ହେଉଛି କରୋନା ସ୍ଥିତି । ଆଜିଠୁ ରାଜ୍ୟରେ ରେଳଯାତ୍ରୀଙ୍କ ଉପରେ କଟକଣା ଲାଗୁ କରାଯାଇଛି । ଦେଶର ଯେକୌଣସି ସ୍ଥାନରୁ ଓଡ଼ିଶା ଆସିଲେ ଆରଟିପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି । ଏହାସହ ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢିବଢି ଚାଲିଛି । ସ୍ଥିତିରେ ସୁଧାର ଆସୁନାହିଁ ।

ପରିସ୍ଥିତିକୁ ଦେଖି ରାଜ୍ୟସରକାର ଗ୍ରହଣ କରିଛନ୍ତି କଠୋର ଆଭିମୁଖ୍ୟ । ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ଉପରେ ସରକାର ତିକ୍ଷ୍ନ ନଜର ରଖିଛନ୍ତି । ବାହାର ରାଜ୍ୟରୁ ଆସୁଥିବା ଲୋକମାନେ ନେଗେଟିଭ ରିପୋର୍ଟ ନଦେଖାଇଲେ କ୍ୱାରେଣ୍ଟାଇନରେ ରହିବା ପାଇଁ କୁହାଯାଇଛି । ରେଳ ବସ ଓ ବିମାନ ଯାତ୍ରୀଙ୍କ ପାଇଁ ରାଜ୍ୟ ସରକାର ସମାନ ନିୟମ ଲାଗୁ କରିଛନ୍ତି । ଦେଶର ଯେକୌଣସି ସ୍ଥାନରୁ ଓଡ଼ିଶା ଆସିଲେ ଆରଟିପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ ଅଟେ ବୋଲି ରାଜ୍ୟସରକାର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା