Masthead

ରାସ୍ତାରେ ପିପିଇ କିଟ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଭୟଙ୍କର ହେଉଛି କରୋନା ସ୍ଥିତି । ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ଏବେ ବି ଲୋକେ ହେଉନାହାନ୍ତି ସଚେତନ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ । ରାସ୍ତାରେ ପଡିଛି ବ୍ୟବହୃତ ପିପିଇ କିଟ । ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଥିବା ରକ୍ତ ଭଣ୍ଡାର ନିକଟରେ ପଡିଛି ଏହି କିଟ । ଶୁକ୍ରବାର କରୋନାରେ ମୃତ୍ୟୁବରଣ କରିଥିବା ରୋଗୀଙ୍କ ପାଇଁ ବ୍ୟବହାର ହୋଇଥିବା

ପିପିଇ କିଟ ରାସ୍ତାରେ ପଡିଥିବା ଦେଖିବାକୁ ମିଳିଛି । ଉକ୍ତ ରାସ୍ତା ଦେଇ ପ୍ରତ୍ୟେକ ଦିନ ଶହଶହ ଲୋକ ନିକଟରେ ଥିବା କରୋନା ଟିକା କେନ୍ଦ୍ରକୁ ଯିବା ଆସିବା କରନ୍ତି । କିନ୍ତୁ ସେଠାରେ ଡାକ୍ତର ଖାନାରେ ଥିବା କର୍ମଚାରୀଙ୍କ ନଜର ପଡୁନାହିଁ । ଏଭଳି ଅବହେଳିତ କାମକୁ ନେଇ ଜନସାଧାରଣରେ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା