Masthead

ଗଞ୍ଜାଇ ସହ ୨ ଗଞ୍ଜେଇ ଚାଲାଣକାରୀ ଗିରଫ।

ବଡ଼ ଖବର ବ୍ୟୁରୋ
ଗଜପତି : ଓଡ଼ିଶାରୁ ପୁଣି ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଗଜପତି ଜିଲ୍ଲା ଅଡବା ଥାନା ଗୁଡୁରିପଦର ଗାଁ ନିକଟରେ ଚଢ଼ାଉ କରି ୩ କୁଇଣ୍ଟାଲ ୩୧ କେଜି ଗଞ୍ଜେଇ ଜବତ କରିଛି ପୋଲିସ । ଏହି ଚୋରା ଚାଲାଣ ସମ୍ପୃକ୍ତି ଅଭିଯୋଗରେ ୨ ଜଣକୁ ଗିରଫ କରାଯାଇଛି । ସେମାନେ ହେଲେ ତଳରାଇସିଂ ଗାଁର ଇଶ୍ୱରବନ୍ଧୁ ନାୟକ ଓ କୁଳମଣି ନାୟକ ।
୧୪ଟି ବସ୍ତାରେ ଗଞ୍ଜେଇ ରଖି ବାହାରକୁ ଚାଲାଣ ପାଇଁ ଯୋଜନା କରୁଥିଲେ ୨ ଅଭିଯୁକ୍ତ । ଏହି ସମୟରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା ସହ ଉଭୟଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ