Masthead

ବର୍ଷା ପ୍ରିୟଦର୍ଶିନୀ ଗଲେ ସୁପ୍ରିକୋର୍ଟ ।

ବଡ଼ ଖବର ବ୍ୟୁରୋ।
ଭୁବନେଶ୍ୱର: ସୁପ୍ରିକୋର୍ଟ ଗଲେ ବର୍ଷା ପ୍ରିୟଦର୍ଶିନୀ । ଅନୁଭବ ମହାନ୍ତି କରିଥିବା ଛାଡପତ୍ର ମାମଲା କୁ କଟକ ହାଇକୋର୍ଟ କୁ ସ୍ଥାନାନ୍ତର କରିବା ପାଇଁ ଦ୍ବାରସ୍ଥ ହେଲେ ବର୍ଷା । ପଟିଆଲା ହାଉସ କୋର୍ଟ ରେ ଛାଡପତ୍ର ମାମଲା ଦାୟର କରିଥିଲେ ଅନୁଭବ ମହାନ୍ତି ।
ଗତ କିଛି ଦିନ ଧରି ଲାଗି ରହିଥିବା ବର୍ଷା ଓ ଅନୁଭବ ବିବାଦ ।
ଅନୁଭବ ମହାନ୍ତି ଙ୍କ ନିର୍ଯାତନା ସହି ନ ପାରି ପ୍ରଥମେ ବର୍ଷା ପ୍ରିୟଦର୍ଶିନୀ କଟକ ସ୍ଥିତ ଏସ୍ ଡି ଏମ୍ କୋର୍ଟ ରେ ଏକ ମାମଲା ଦାୟର କରିଥିଲେ । ପରବର୍ତ୍ତୀ କାଳରେ ଅନୁଭବ ମଧ୍ୟ ବର୍ଷା ପ୍ରିୟଦର୍ଶିନୀ ଙ୍କ ବିରୋଧରେ ଏକ ଛାଡପତ୍ର ମାମଲା ଦିଲ୍ଲୀ ସ୍ଥିତ ପଟିଆଲା କୋର୍ଟ ରେ ଦାୟର କରିଥିଲେ ।
କିନ୍ତୁ ଆଜି ସୂଚନା ମୁତାବକ ବର୍ଷା ପ୍ରିୟଦର୍ଶିନୀ ସୁପ୍ରିମ କୋର୍ଟର ଦ୍ବାରସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି