Masthead

ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଜମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରି ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରୁଛନ୍ତି । ଆତଙ୍କବାଦୀଙ୍କ ଯୋଗୁଁ ସାଧାରଣଲୋକ ବିପଦରେ ପଡୁଥିବାବେଳେ ସୁରକ୍ଷାକର୍ମୀଙ୍କ ମଧ୍ୟରୁ ଅନେକ ସହିଦ ହେଉଛନ୍ତି । ଦକ୍ଷିଣ କାଶ୍ମୀରର ଶୋପିଆଁରେ ଚାଲିଥିବା ଏନକାଉଣ୍ଟରରେ ଏପର୍ଯ୍ୟନ୍ତ ୩ଜଣ ଅପରିଚିତ ଆତଙ୍କବାଦୀ ନିହତ ହୋଇଥିବାବେଳେ ୨ଜଣ ଯବାନ ଆହତ ହୋଇଛନ୍ତି।

ଶନିବାର ସନ୍ଧ୍ୟାରେ ଜମ୍ମୁକାଶ୍ମୀରର ଅନନ୍ତନାଗ ଓ ଶୋପିଆଁ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ଘଟଣାସ୍ଥଳରୁ ପୁଲିସ ଗୋଟିଏ ଏକେ-୪୭ ଏବଂ ଗୋଟିଏ ପିସ୍ତଲ ଉଦ୍ଧାର କରିଛି। ୩ଜଣ ଆତଙ୍କବାଦୀ ନିହତ ହେବା ପରେ ଶୋପିଆଁରେ ଗୁଳି ଚଳାଚଳ ବନ୍ଦ ହୋଇଥିଲା । ଏପର୍ଯ୍ୟନ୍ତ ନିହତ ଆତଙ୍କବାଦୀମାନଙ୍କର ପରିଚୟ ଓ ସେମାନେ କେଉଁ ଆତଙ୍କବାଦୀ ସଙ୍ଗଠନର ସଦସ୍ୟ ବୋଲି ଜଣାପଡ଼ି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ