Masthead

୨୪ ଘଣ୍ଟାରେ ୯୦୪ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢିବାରେ ଲାଗିଛି କରୋନା ଗ୍ରାଫ । ଦେଶରେ ରେକର୍ଡ ଭାଙ୍ଗୁଛି କରୋନା। ଦିନକୁ ଦିନ ଉଗ୍ର ରୂପ ନେବାରେ ଲାଗିଛି । ଥମିବାର ନା ଧରୁ ନାହିଁ । ଦୈନିକ ସଂକ୍ରମଣରେ ଚଳିତବର୍ଷ ୨୦୨୦କୁ ମାତ ଦେଇଛି କରୋନା । ଆରମ୍ଭ ହୋଇଥିବା କୋରୋନାର ଦ୍ବିତୀୟ ଲହରୀରେ ଲଗାତାର ୧ ଲକ୍ଷ ପାର କରିଛି କୋରୋନା ସଂକ୍ରମଣ ।

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ରିପୋର୍ଟ ମୁତାବକ, ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୬୮ ହଜାର ୯୧୨ ସଂକ୍ରମିତ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭ରେ ପହଁଚିଛି । ତେବେ ଦେଶରେ ଦିନକରେ ୯୦୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କରୋନା ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୦ ହଜାର ୧୭୯କୁ ବୃଦ୍ଧି ପାଇଛି । ଏହାସହ ଆକ୍ଟିଭ କେସ ୧୨ ଲକ୍ଷ ୧ ହଜାର ୯ ରହିଥିବା ବେଳେ ସୁସ୍ଥ କେସ ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା