Masthead

ପୋଖରୀରୁ ବାଇକ୍ ସହ ଶବ ଉଦ୍ଧାର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ମଇଦାନକେଲ ଗାଁ ପୋଖରୀରୁ ଏକ ବାଇକ୍ ସହ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର ହୋଇଛି । ମୃତକ ହେଲେ ମଇଦାନକେଲ ଗାଁର ଭରତ ମହନ୍ତ । ଶୁକ୍ରବାର ରାତିରେ ସେ ବାଇକ୍ରେ ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ପୋଖରୀ ଭିତରକୁ ପଶି ଯାଇଥିଲେ । ଶନିବାର ସ୍ଥାନୀୟ ଅଗ୍ନିଶମ ବାହିନୀ ପୋଖରୀରୁ ଶବ ଉଦ୍ଧାର କରି ପୁଲିସକୁ ହସ୍ତାନ୍ତର କରିଛି । ପୁଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?