Masthead

ଓଡ଼ିଶା-ଆନ୍ଧ୍ର ସୀମା ସିଲ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ଜିଲ୍ଲାର ସୀମାନ୍ତ ଓଡ଼ିଶା- ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପହଞ୍ଚିଲା ଜିଲ୍ଲା ପ୍ରଶାସନ। ସୀମାନ୍ତ ରାସ୍ତାକୁ ସିଲ କରିଦିଆଯାଇଛି। ଆନ୍ଧ୍ରପ୍ରଦେଶରୁ ଆସୁଥିବା ପ୍ରତ୍ୟେକ ଯାନବାହନକୁ ଯାଞ୍ଚ କରିବା ସହ ସେଥିରେ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରୀକ୍ଷା କରାଯାଉଛି।

ପୋଲିସର କଡା ପହରା ଭିତରେ ନିଜେ ତହସିଲଦାର ଉପସ୍ଥିତ ରହି ଏହି ଯାଞ୍ଚ ପ୍ରକ୍ରିୟା କରାଯାଉଥିବାବେଳେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ୨ ଟିମ ସୀମାନ୍ତ କରେଡାରେ ନିୟୋଜିତ ରହିଛନ୍ତି। ଜିଲ୍ଲା ଭିତରକୁ ପ୍ରବେଶ କରୁଥିବା ଲୋକଙ୍କ ଥର୍ମଲ ସ୍କିନିଂ ସହ କିଏ କେଉଁ ସ୍ଥାନରୁ ଆସୁଛନ୍ତି, ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରୀ ଏବଂ ସାଥିରେ ଆସୁଥିବା ସଦସ୍ୟଙ୍କ ପୁଙ୍ଖାନୁପୁଙ୍ଖ ତଥ୍ୟ ସଂଗ୍ରହ କରୁଛନ୍ତି ପ୍ରଶାସନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ