Masthead

ଇମାମୀର ୧୦୧ କର୍ମଚାରୀ କରୋନା ପଜିଟିଭ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ମାଡ଼ି ଚାଲିଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ସୁନ୍ଦରଗଡ଼ ହଟସ୍ପଟ ଥିବାବେଳେ ଦ୍ୱିତୀୟରେ ଖୋର୍ଦ୍ଧା ରହିଛି । ଏବେ ଇମାମୀ ପେପର ମିଲର ୧୦୧ କର୍ମଚାରୀ କରୋନା ପଜିଟିଭ ହୋଇଛନ୍ତି । ବାଲେଶ୍ୱର ରେମୁଣାସ୍ଥିତ ଇମାମୀ ପେପର ମିଲରରୁ ୧୦୧ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଦୁଲାଲସେନ ଜଗଦ୍ଦେବ ସୂଚନା ଦେଇଛନ୍ତି ।

୨୪ଘଣ୍ଟାରେ ବାଲେଶ୍ୱର ଜିଲ୍ଲାରୁ ୧୫୮ଜଣ ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନର ଚିନ୍ତା ବଢିଯାଇଛି । ଇମାମୀର ଏକ କଲୋନୀକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଏତେ ସଂଖ୍ୟକ ରୋଗୀ ଚିହ୍ନଟ ହେବା ପରେ ଇମାମୀ କର୍ତ୍ତୃପକ୍ଷ କାରଖାନାର ୩ଟି ୟୁନିଟ୍ ମଧ୍ୟରୁ ଗୋଟିଏକୁ ବନ୍ଦ କରିଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼