Masthead

ପାଣି ପାଇଁ ଛୁଟି ବାତିଲ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ପାଣି ପାଇଁ ଛୁଟି ବାତିଲ । ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ ଦାୟିତ୍ୱରେ ଥିବା ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ । ରାଜ୍ୟରେ ଗ୍ରୀଷ୍ମପ୍ରବାହ ଯୋଗୁଁ ଲୋକଙ୍କୁ ଜଳ ଯୋଗାଇବା ପାଇଁ ପଞ୍ଚାୟତିରାଜ ବିଭାଗର ବଡ଼ ନିଷ୍ପତି ।

୧୧୪ ବ୍ଲକର ୬୦୦ରୁ ଊଦ୍ଧ୍ୱର୍ ସ୍ଥାନରେ ପାନୀୟ ଜଳ ସମସ୍ୟା ରହିଛି । ଏହାକୁ ନଜରରେ ରଖି ସେହି ସ୍ଥାନରେ ନୂଆ ନଳକୂପ ବ୍ୟବସ୍ଥା କରାଯିବ । ଯେଉଁ ସ୍ଥାନରେ ପିଇବା ପାଣି ସମସ୍ୟା ରହିଛି, ସେଠାରେ ଜାରି ହୋଇଛି ୩ଟି ଟୋଲ ଫ୍ରି ନମ୍ବର । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ