Masthead

୨୪ ଘଣ୍ଟାରେ ୧୭୮୪ ଆକ୍ରାନ୍ତ, ୨ ମୃତ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ମାଡିଚାଲିଛି କରୋନାର ଆତଙ୍କ । ଗତ ୨୪ ଘଣ୍ଟାରେ ୧୭୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ।  ଆଉ ୨ ଜଣଙ୍କର କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୩୫, ଲୋକାଲ୍ କେସ୍ ୭୪୯ ରହିଛି । ନୂଆପଡା ଜିଲ୍ଲାରୁ ସର୍ବାଧିକ ୩୦୩ ଆକ୍ରାନ୍ତ ଚିହ୍ନଟ । ଦ୍ୱିତୀୟରେ ରହିଛି ସୁନ୍ଦରଗଡ  । ସୁନ୍ଦରଗଡରୁ ୨୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧା ୨୦୧, ସମ୍ବଲପୁର ୧୧୪, ବଲାଙ୍ଗିର ୯୧ । ବରଗଡ ୮୭, ଗଞ୍ଜାମ ୮୦, ବାଲେଶ୍ୱର ୭୨, କଳାହାଣ୍ଡି ୬୮, ନବରଙ୍ଗପୁର ୬୭, କଟକ ୫୯, କେନ୍ଦୁଝର ୫୪, ପୁରୀ ୫୩, ଷ୍ଟେଟ ପୁଲ ୪୬, ଯାଜପୁର ୩୩, ଭଦ୍ରକ ୩୦, ମୟୂରଭଞ୍ଜ ୨୭, ରାୟଗଡା ୨୫, ଅନୁଗୁଳ ୨୦, କେନ୍ଦ୍ରାପଡା ୧୮, ଗଜପତି ୧୬ ହୋଇଛନ୍ତି । ନୟାଗଡ ୧୪, କନ୍ଧମାଳ ୧୩, ଦେଓଗଡ ୧୨, ଝାରସୁଗୁଡା ଓ କୋରାପୁଟରୁ ୧୦, ଜଗତସିଂହପୁର ୭, ସୋନପୁର ୬, ବୌଦ୍ଧ ୪, ଢେଙ୍କାନାଳ ୨, ମାଲକାନାଗିରି ୧ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୩ ହଜାର ୮୬ରେ ପହଂଚିଛି । ସେପଟେ ସୁସ୍ଥ ହେଲେଣି ୩ଲକ୍ଷ ୪୦ହଜାର ୬୦୦ଜଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା