Masthead

ପ୍ରତିଟି ଓଡ଼ିଆଙ୍କ ଶୁଭ ମନାସିଲେ ପ୍ରଧାନନ୍ତ୍ରୀ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ) ମହାବିଷୁବ ସଂକ୍ରାନ୍ତି । ପ୍ରତିଟି ଓଡ଼ିଆର ପାରମ୍ପରିକ ନବ ବର୍ଷ । ମେଷ ପ୍ରଥମ ଦିନକୁ ଓଡ଼ିଆମାନେ ନବବର୍ଷ ଭାବେ ପାଳନ କରି ଆସୁଛନ୍ତି । ଚୈତ୍ରମାସର ୨୪ ଦିନ ଅର୍ଥାତ ପ୍ରତିବର୍ଷ ୧୩ କିମ୍ବା ୧୪ ଏପ୍ରିଲରେ ଏହି ମହାବିଷୁବ ସଂକ୍ରନ୍ତି ବା ପଣା ସଂକ୍ରାନ୍ତିକୁ ଓଡ଼ିଆ ପରିବାରରେ ଭକ୍ତି ଓ ନିଷ୍ଠାର ସହ ପାଳନ କରାଯାଉଛି । ଏହି ଦିନ ଓଡ଼ିଆ ଲୋକମାନେ ଶ୍ରୀଜଗନ୍ନାଥ ,ଶିବ କିମ୍ବା ଶକ୍ତିଙ୍କୁ ଆରାଧନା କରିଥାନ୍ତି । ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ନବ ବର୍ଷ ଅବସରରେ ପ୍ରତିଟି ଓଡ଼ିଆଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ। କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ କହିଛନ୍ତି ଓଡ଼ିଆ ନବ ବର୍ଷ ତଥା ପବିତ୍ର ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ଅଭିନନ୍ଦନ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ