Masthead

ହାଇଦର ଟଙ୍କାରେ ଲଜରେ ଅୟସ କରୁଥିଲେ ସୁରକ୍ଷାକର୍ମୀ

କଟକ (ବଡ଼ ଖବର ବ୍ୟୁରୋ): ହାଇଦର ଖସିବା ପଛରେ ବଡ଼ ହାତ ରହିଛି । ଏନେଇ ସମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର । ଏହାସହିତ ସେ କହିଛନ୍ତି, ଜଣେ ଦୁର୍ଦ୍ଦାନ୍ତ ଅପରାଧି ପାଇଁ କାହିଁକି ଏତେ ସମ୍ବେଦନଶୀଳତା? ସାଧାରଣ ରୋଗୀକୁ କ୍ୟାବିନ ମିଳୁନି , ହାଇଦର ଭଳି ଏକ କୁଖ୍ୟାତ ଗ୍ୟାଙ୍ଗଷ୍ଟରକୁ କିଏ କ୍ୟାବିନ ସୁପାରିସ କରିଥିଲେ? କିଡ଼ନୀ ସମସ୍ୟା ଥିବାରୁ ଆସିଥିଲା, କିନ୍ତୁ ବିରିୟାନୀ କେମିତି ଖାଉଥିଲା ବୋଲି ପ୍ରଶ୍ନ କରିଛନ୍ତି ପ୍ରକାଶ ମିଶ୍ର । ସେପଟେ ହାଇଦରର ସୁରକ୍ଷା ଦାୟିତ୍ୱରେ ଥିବା ୬ ସୁରକ୍ଷାକର୍ମୀ ରାତି ଅଧରେ ହୋଟେଲରୁ ଗାଏବ ହୋଇଛନ୍ତି ।

ଗ୍ୟାଙ୍ଗଷ୍ଟର ହାଇଦର ଟଙ୍କାରେ ଲଜରେ ମଉଜ କରୁଥିଲେ ପୁଲିସ କର୍ମଚାରୀ। ଏ ସଂକ୍ରାନ୍ତରେ ଖବର ପ୍ରକାଶ ପରେ ଏହାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଛି। ହାଇଦରକୁ କଟକ ବଡ଼ ଡାକ୍ତରଖାନାରେ ୬ ଜଣ ପୁଲିସ କର୍ମଚାରୀ ୨୪ ଘଣ୍ଟା ଜଗିବା ବଦଳରେ ଯେଉଁ ଲଜରେ ମଉଜ କରୁଥିଲେ, ମଙ୍ଗଳାବାଗ କାଠଗୋଲା ସାହିର ଅହଲ୍ୟା ଲଜରେ ଗଲା ମାର୍ଚ୍ଚ ୨୩ ତାରିଖରୁ ଦୁଇଟି ରୁମ୍ କନଷ୍ଟେବଳ ମହମ୍ମଦ ମୌସିମ୍ ଓ ଉମାକାନ୍ତ ବେହେରାଙ୍କ ନାଁରେ ବୁକ୍ ହୋଇଥିଲା। ତେବେ ରାତି ଅଧରେ ସୁରକ୍ଷାକର୍ମୀ ଲଜରୁ ଗାଏବ ହୋଇଛନ୍ତି । ଏଠି ପ୍ରଶ୍ନ ଉଠୁଛି ସୁରକ୍ଷା କର୍ମୀ ଗଲେ କୁଆଡେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା