Masthead

ଭିସୁଟରେ ପରୀକ୍ଷା ବାତିଲ

ବୁର୍ଲା (ବଡ଼ ଖବର ବ୍ୟୁରୋ): ଭିସୁଟରେ ସମସ୍ତ ପରୀକ୍ଷା ବାତିଲ । ଭିସୁଟରେ ହେବାକୁ ଥିବା ସମସ୍ତ ଅଫଲାଇନ ପରୀକ୍ଷା କୁ ବାତିଲ କରାଯାଇଛି । ସମସ୍ତ ପରୀକ୍ଷା ଅନଲାଇନ ମାଧ୍ୟମରେ ହେବ । ଭିସୁଟ୍ କୂଳପତି ବି.ବି. ପତି ସୂଚନା ଦେଇଛନ୍ତି । ଅସନ୍ତା ୧୭ରୁ ଅନଲାଇନରେ ପାଠପଢା ହେବ ।

ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି । ଭିସୁଟରେ ମଧ୍ୟ ଲଗାତାର ଛାତ୍ରଛାତ୍ରୀ ଓ ବିଭିନ୍ନ ବିଭାଗର ଅଧ୍ୟାପକ ଓ କର୍ମଚାରୀ ମାନେ କରୋନା ସଂକ୍ରମଣର ଶିକାର ହେଉଛନ୍ତି ।ଛାତ୍ରଛାତ୍ରୀଙ୍କ ସୁରକ୍ଷା ତଥା କରୋନା ସଂକ୍ରମଣ ବୃଦ୍ଧିକୁ କମାଇବା ପାଇଁ ପରୀକ୍ଷା ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ