Masthead

କାଳବୈଶାଖୀ ବର୍ଷାର ସମ୍ଭାବନା

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): କାଳବୈଶାଖୀ ବର୍ଷାର ସମ୍ଭାବନା । ଏହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ, ଗୁରୁବାର ପୂର୍ବାହ୍ନ ସୁଦ୍ଧା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ଗଜପତି ଜିଲ୍ଲାର କେତେକ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ସହ ବଜ୍ରପାତ ହୋଇପାରେ।

ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ଉପରୋକ୍ତ ଜିଲ୍ଲା ସମେତ ସୋନପୁର, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ୧୯ ତାରିଖ ପର୍ଯ୍ୟନ୍ତ ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ ‌ବୋଲି ପାଣିପାଗ କେନ୍ଦ୍ର କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିବେ ଦେବାଶିଷ ସାମନ୍ତରାୟ! 🔴 ସ୍ୱଧର୍ମକୁ ଫେରିବା ପାଇଁ ପୁନର୍ଜନ୍ମ 🔴 ପାକିସ୍ତାନ କ୍ୱେଟାରେ ଆତ୍ମଘାତୀ ବିସ୍ଫୋରଣ, ୨୩ ମୃତ 🔴 ହ୍ବାଇଟ ହାଉସ ବାହାରେ ୨୫ ରାଉଣ୍ଡ ଫାୟରିଂ 🔴 ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୋଲିସ୍‌ SIସ୍କାମ୍: ୧୭ଜଣଙ୍କ ଜାମିନ ଖାରଜ 🔴 ପୌରାଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ 🔴 ଲ୍ୟାମ୍ପସ୍ MDଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଓଡ଼ିଶାରେ ରେକର୍ଡ ତାତି 🔴 ପୁଲୱାମା ମାଷ୍ଟର ମାଇଣ୍ଡକୁ ହତ୍ୟା 🔴 ବିଜେଡି ଛାଡ଼ିବେ ଦେବାଶିଷ ସାମନ୍ତରାୟ! 🔴 ସ୍ୱଧର୍ମକୁ ଫେରିବା ପାଇଁ ପୁନର୍ଜନ୍ମ 🔴 ପାକିସ୍ତାନ କ୍ୱେଟାରେ ଆତ୍ମଘାତୀ ବିସ୍ଫୋରଣ, ୨୩ ମୃତ 🔴 ହ୍ବାଇଟ ହାଉସ ବାହାରେ ୨୫ ରାଉଣ୍ଡ ଫାୟରିଂ 🔴 ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୋଲିସ୍‌ SIସ୍କାମ୍: ୧୭ଜଣଙ୍କ ଜାମିନ ଖାରଜ 🔴 ପୌରାଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ 🔴 ଲ୍ୟାମ୍ପସ୍ MDଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଓଡ଼ିଶାରେ ରେକର୍ଡ ତାତି 🔴 ପୁଲୱାମା ମାଷ୍ଟର ମାଇଣ୍ଡକୁ ହତ୍ୟା