Masthead

ଆଖଣ୍ଡଳମଣି ମନ୍ଦିର ବନ୍ଦ

ଆରଡ଼ି (ବଡ଼ ଖବର ବ୍ୟୁରୋ): ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ। ୨ଦିନ ପାଇଁ ମନ୍ଦିର ଓ ସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ କଲା ପ୍ରଶାସନ । ମଣିବାବାଙ୍କ ନୀତିକାନ୍ତି ପାଇଁ ପାଳିଆ ସେବାୟତ ବ୍ୟତୀତ ଅନ୍ୟ ସେବାୟତଙ୍କୁ ଯିବାକୁ ମନା କରାଯାଇଛି। ଜିଲ୍ଲାପ୍ରଶାସନ ପକ୍ଷରୁ ମନ୍ଦିର ପରିସରକୁ ସାନିଟାଇଜ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ବାବାଙ୍କ ନୀତିକାନ୍ତି ଯେପରି ଭାବେ ଜାରି ରହିବ ସେଥିପାଇଁ ଆବଶ୍ୟକ ଅନୁଯାୟୀ ପାଳିଆ ସେବାୟତ ଓ ନିଯୋଗୀମାନେ ମନ୍ଦିରକୁ ଯିବେ। ଏହାଛଡା ଅନ୍ୟ ସେବାୟତ ଓ ସେବାକାରୀଙ୍କୁ ମନ୍ଦିର ଭିତରକୁ ଯିବାକୁ ମନା କରିଛି ପ୍ରଶାସନ। ଏଥିସହ ସମସ୍ତ ସେବାୟତ କରୋନା ରିପୋର୍ଟ ମନ୍ଦିର କାର୍ୟ୍ୟାଳୟରେ ୨ଦିନ ମଧ୍ୟରେ ଦାଖଲ କରିବାକୁ ପରାମର୍ଶ ଦେଇଛି ପ୍ରଶାସନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ