Masthead

୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢି ଚାଲିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟା ଭିତରେ ୩ ହଜାର ପାର କରିଛି ସଂକ୍ରମିତଙ୍କ ସଂଖ୍ୟା । ୩୧୦୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଧୀରେ ଧୀରେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ଆଉ ୩ ଜୀବନ ନେଇଛି କରୋନା । ବଲାଙ୍ଗିର, ଗଞ୍ଜାମ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୬୧୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୮୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୨୫୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା