ସିବିଆଇ ପୂର୍ବତନ ନିର୍ଦ୍ଦେଶକ ରଞ୍ଜିତ ସିହ୍ନାଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସିବିଆଇର ପୂର୍ବତନ ନିର୍ଦ୍ଦେଶକ ରଞ୍ଜିତ ସିହ୍ନାଙ୍କର ପରଲୋକ ହୋଇଛି । ରଞ୍ଜିତ ସିହ୍ନାଙ୍କର ଆଜି ସକାଳେ ବିୟୋଗ ହୋଇଛି। ସେ କରୋନା ପଜେଟିଭ ଥିବା ଜଣାପଡ଼ିଛି । ଆଜି ସକାଳେ ୪ଟା ୩୦ ମିନିଟ ସମୟରେ ତାଙ୍କର ବିୟୋଗ ହୋଇଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା ।

ସିହ୍ନା ବିହାର କ୍ୟାଡରର ୧୯୭୪ ବ୍ୟାଚର ଆଇପିଏସ। ସେ ଇଣ୍ଡୋ-ତିବ୍ଦତୀୟ ସୀମା ପୁଲିସ୍ ଫୋର୍ସ (ଆଇଟିବିପି) ଏବଂ ରେଳ ସୁରକ୍ଷା ବଳରେ କାର୍ୟ୍ୟ କରିଥିଲେ। ୨୦୧୨ ନଭେମ୍ୱର ୨୨ରେ ୨ ବର୍ଷ ପାଇଁ ତାଙ୍କୁ ସିବିଆଇ ମୁଖ୍ୟ କରାଯାଇଥିଲା । ଏହା ପୂର୍ବରୁ ସେ ରେଲଓ୍ୱେ ସୁରକ୍ଷା ବଳର ନେତୃତ୍ୱ ନେବା ସହ ପାଟନା ଓ ଦିଲ୍ଲୀ ସିବିଆଇ ବରିଷ୍ଠ ପଦବୀରେ ରହିଆସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ