Masthead

ମା ମାଡ଼ରୁ ବର୍ତ୍ତିବା ପାଇଁ ଟାୟାର ଭିତରେ ଲୁଚିଥିବା ଶିଶୁ ମୃତ୍ୟୁ

ସୋର(ବଡ଼ ଖବର ବ୍ୟୁରୋ): ମା ମାଡ଼ରୁ ବର୍ତ୍ତିବା ପାଇଁ ଟାୟାର ଭିତରେ ଲୁଚିଥିବା ୮ ବର୍ଷର ଶିଶୁ ମୃତ୍ୟୁ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ସୋର ଥାନା ବାଗୁଡ଼ି ଦୁର୍ଗାଦେବୀ କ୍ରସରରେ । ନିକଟସ୍ଥ ଅଙ୍ଗୁଳ ଗ୍ରାମର କଣ୍ଢେଇ ବିନ୍ଧାଇଙ୍କ ଝିଅ ଆଶା ଦ୍ୱିପ୍ରହାର ଘରେ ଖାଇବା ବେଳେ ମା ସହିତ ଅଝଟ କରିଥିଲା ।

     ମା ଆଶାକୁ ଚାପୁଡେ ମାରିବାରୁ ଝିଅଟି ମାଡ ଭୟରେ ଆସି ନିକଟରେ ଥିବା ଏକ କ୍ରସରରେ ରାଖାଯାଇଥିବା ଟ୍ରାକ୍ଟର ଟାୟାର ଭିତରେ ଲୁଚି ଯାଇଥିଲା । ତେବେ କ୍ରସରରେ ଥିବା ଜେସିବି ପିଲାଟି ଲୁଚିଥିବା ଟାୟାର ଉପରେ ରଖିଦେବାରୁ ପିଲାଟି ଚାପି ହୋଇ ମୃତ୍ୟୁ ବରଣ କରିଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ