Masthead

ହାଇଦରକୁ କରୋନା

କଟକ (ବଡ଼ ଖବର ବ୍ୟୁରୋ): ହାଇଦର କରୋନା ପଜିଟିଭ, ରିମାଣ୍ଡ ସ୍ଥଗିତ । ଗ୍ୟାଙ୍ଗଷ୍ଟର ହାଇଦର କରୋନା ପଜିଟିଭ । ରିମାଣ୍ଡରେ ଆଣିବ ନାହିଁ ପୋଲିସ । ପ୍ରଥମେ ଆଣ୍ଟିଜେନ ଟେଷ୍ଟରୁ କରୋନା ନେଗେଟିଭ ଚିହ୍ନଟ ହୋଇଥିଲା । ନେଗେଟିଭ ଆସିବା ପରେ କୋର୍ଟରେ ହାଜର କରାଯାଇଥିଲା । ଆରଟିପିସିଆର ଟେଷ୍ଟ ରିପୋର୍ଟରୁ ପଜିଟିଭ ଆସିଛି । ଚୌଦ୍ୱାର ଜେଲରେ ଆଇସୋଲେସନରେ ହାଇଦରକୁ ରଖାଯାଇଛି ।

ସଂକ୍ରମଣରୁ ମୁକ୍ତ ନହେବା ଯାଏଁ ରିମାଣ୍ଡରେ ଯିବନି ହାଇଦର । ସୂଚନା ଦେଲେ କଟକ ଡିସିପି ପ୍ରତିକ ସିଂ । କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ହାଇଦରର ରିମାଣ୍ଡକୁ ସ୍ଥଗିତ ରଖାଯାଇଛି। କଟକ ମଙ୍ଗଳାବାଗ ପୁଲିସ୍ ତାକୁ ଆଜିଠୁ ୭ ଦିନ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଥାନ୍ତା।

ଶୁକ୍ରବାର ହାଇଦରକୁ କଟକ ସିଟି ଜେଏମଏଫସି କୋର୍ଟରେ ହାଜର କରାଯିବା ପରେ ଚୌଦ୍ୱାର ଜେଲକୁ ପଠାଇ ଦିଆଯାଇଥିଲା। ଆଜି ସକାଳ ୭ଟାରୁ ତା’ର ରିମାଣ୍ଡ ଅବଧି ଆରମ୍ଭ ହୋଇଥାନ୍ତା ଓ ଏହା ୨୩ ତାରିଖ ସକାଳ ୭ଟାରେ ଶେଷ ହୋଇଥାନ୍ତା। କିନ୍ତୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ତାକୁ ଚୌଦ୍ୱାର ଜେଲର ଆଇସୋଲେସନ ୱାର୍ଡରେ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା