Masthead

ପଶ୍ଚିମବଙ୍ଗରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଲାଗି ଆଜି ପଂଚମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ମୋଟ୍ ୪୫ ଟି ଆସନ ଲାଗି ୩୧୪ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେଉଛି । କଡା ସୁରକ୍ଷା ବଳୟ ମଧ୍ୟରେ ଆଜି ମତଦାନ ଜାରି ରହିଥିବାବେଳେ କୋଭିଡ଼ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନ ।

ପଶ୍ଚିମବଙ୍ଗର ଶାନ୍ତି ଶୃଙ୍ଖଳାର ସହ ମତଦାନ ଲାଗି ମୋଟ୍ ୧ ହଜାର ୭୧ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ସହ ୧୫ ହଜାର ୭୯୦ ରାଜ୍ୟ ପୋଲିସ ଫୋର୍ସକୁ ମୁତୟନ କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ଭୋଟ୍ ଦେବାକୁ ଯୋଗ୍ୟ ହୋଇଥିବା ଭୋଟରମାନଙ୍କୁ ଟ୍ୱିଟ୍ କରି ନିବେଦନ କରିଛନ୍ତି । ଏହାସହିତ ସେ କହିଛନ୍ତି, ଆଜି ଚାଲିଥିବା ପଶ୍ଚିମବଙ୍ଗ ନିର୍ବାଚନର ପଂଚମ ପର୍ଯ୍ୟାୟରେ ଭୋଟ୍ ଦେବାକୁ ଥିବା ଭୋଟରମାନେ ବିପୁଳ ସଂଖ୍ୟାରେ ଭୋଟ୍ ଦେବାକୁ ଅନୁରୋଧ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ