Masthead

ଦେଶରେ ୧୨ କୋଟି ଡୋଜ ଟିକାକରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ରେକର୍ଡ ଭାଙ୍ଗୁଛି କରୋନା । ଦିନକୁ ଦିନ ଉଗ୍ର ରୂପ ନେବାରେ ଲାଗିଛି ଏହି ମହାମାରୀ। ଥମିବାର ନାଁ ଧରୁନି । ଦୈନିକ ସଂକ୍ରମଣରେ ଚଳିତବର୍ଷ ୨୦୨୦କୁ ମାତ ଦେଇଛି କରୋନା । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ରିପୋର୍ଟ ମୁତାବକ ଦେଶରେ ୨୪ ଘଣ୍ଟାରେ ୧୩ ଶହ ୪୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ କରୋନାଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୫ ହଜାର ୬୪୯କୁ ବୃଦ୍ଧି ପାଇଛି ।

ସେଭଳି ଦିନକରେ ୨ ଲକ୍ଷ ୩୪ ହଜାର ୬୯୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪୫ ଲକ୍ଷ ୨୬ ହଜାର ୬୦୯କୁ ବୃଦ୍ଧି ପାଇଛି । ଏହାସହ ଦେଶରେ ଆକ୍ଟିଭ କେସ ୧୬ ଲକ୍ଷ ୭୯ ହଜାର ୭୪୦ରହିଛି । ଏହାସହ ସୁସ୍ଥ ହେଲେଣି ୧ କୋଟି ୨୬ ଲକ୍ଷ ୭୧ ହଜାର ୨୨୦ ।ଏଯାବତ ଦେଶରେ ୧୧ କୋଟି ୯୯ ଲକ୍ଷ ୩୭ ହଜାର ୬୪୧ ଡୋଜ ଟିକାକରଣ ଶେଷ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ