Masthead

ବିଦାୟ ନେଲେ ବିବେକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ପରଲୋକରେ ସାଉଥ କମେଡିଆନ୍ ବିବେକ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ଗତକାଲି ୫୯ବର୍ଷିୟ ବିବେକ ହୃଦଘାତରେ ଶିକାର ହୋଇ ଚେନ୍ନାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତାଙ୍କର ଅବସ୍ଥା ଗୁରୁତ୍ତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରିଥିଲେ। ହେଲେ ଆଜି ଭୋର ୪.୩୦ରେ ତାଙ୍କର ନିଧନ ହୋଇଛି ।୧୫ ଏପ୍ରିଲରେ ସେ କରୋନା ଟିକାର ପ୍ରଥମ ଡୋଜ୍ ନେଇଥିଲେ ।

ତେବେ ଟିକା ନେବା ପରେ ତାଙ୍କୁ ହାର୍ଟ ଆଟାକ୍ ହୋଇଥିଲା । ଟିକା ନେବା ପୂର୍ବରୁ ବିବେକ କହିଥିଲେ କୋବିଡ ଭ୍ୟାକସିନ୍ ସମସ୍ତଙ୍କ ପାଇଁ ନିରାପଦ । ଟିକା ନେବା ନିହାତି ଜରୁରୀ ଜ୍ଝ ତେବେ ବିବେକ ତାମିଲ ସିନେମାରେ କାମ କରିବା ସହ ସେ କମେଡିଆନ୍ ଭାବେ ଦର୍ଶକଙ୍କ ହୃଦୟରେ ରାଜ୍ କରୁଥିଲେ । ରଜନୀକାନ୍ତ, କମଲ ହାସନଙ୍କ ସମେତ ଅନେକ ନାମୀଦାମୀ କଳାକାରଙ୍କ ସହ ଅଭିନୟ କରିଛନ୍ତି । କେବଳ ସେତିକି ନୁହେଁ ରଜନୀକାନ୍ତଙ୍କ ସହ ଶିବାଜୀ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରି ବେଶ୍ ସଫଳତା ସାଉଁଟିଛନ୍ତି । ତାଙ୍କ ମୃତ୍ୟୁ ପରେ ଟଲିଉଡ ଓ ବଲିଉଡରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି