Masthead

ସପ୍ତାହେ ରହିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗ୍ରୀଷ୍ମପ୍ରବାହରେ ଜଳୁଛି ରାଜଧାନୀ । ଧୀରେ ଧୀରେ ତାତିର ପ୍ରକୋପ ବଢିବାରେ ଲାଗିଛି । ଭୁବନେଶ୍ୱରରେ ଶନିବାର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି । ଏହି ଗ୍ରୀଷ୍ମ ପ୍ରବାହ ଆସନ୍ତା ସପ୍ତାହେ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଭୁବନେଶ୍ୱର, ଅନୁଗୁଳ, ଢେଙ୍କାନାଳ ସମେତ ପଶ୍ଚିମ ଓଡ଼ିଶାରେ ଅଧିକ ତାପମାତ୍ରା ରହିବ । ଆସନ୍ତା ୨ରୁ ୩ ଦିନ ଭିତରେ ତାପମାତ୍ରା ୨ ରୁ ୪ଡିଗ୍ରୀ ସେଲସିୟସ ବଢିବ । ଆଭ୍ୟନ୍ତରୀଣ ଦକ୍ଷିଣରେ ୧୮ରୁ ତାପମାତ୍ରା କ୍ରମଶଃ ବଢ଼ିବ । ୨୧ ତାରିଖ ସୁଦ୍ଧା ୩ରୁ ୪ ଡିଗ୍ରୀ ପାରଦ ଉପରକୁ ଉଠିପାରେ । ୨୪ରୁ ପୁଣି ବଢ଼ିବା ସହ ୨୫ ତାରିଖ ସୁଦ୍ଧା କେତେକ ସ୍ଥାନରେ ଆଉ ୨ ଡିଗ୍ରୀ ବଢ଼ିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ