Masthead

ନିର୍ବାଚନ ପୂର୍ବରୁ କଂଗ୍ରେସ ନେତାଙ୍କ ଇସ୍ତଫା

ପିପିଲି (ବଡ଼ ଖବର ବ୍ୟୁରୋ): ପୁଣି ପିପିଲି କଂଗ୍ରେସକୁ ଲାଗିଲା ଆଉ ଏକ ଝଟକା । ପୁରୀଜିଲ୍ଲା କଂଗ୍ରେସ ସଭାପତି ଅଜିତ ମଙ୍ଗରାଜଙ୍କ ଦେହାନ୍ତକୁ ତିନି ଦିନ ନପୂରୁଣୁ ଜଣେ ଜିଲ୍ଲା ସ୍ତରୀୟ ନେତା ଛାଡିଲେ କଂଗ୍ରେସର ହାତ । ଉପନିର୍ବାଚନ ପୂର୍ବରୁ ପୁରୀଜିଲ୍ଲା କିଷାନ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ମକର ପ୍ରଧାନ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପରେ ଅସନ୍ତୋଷ ହୋଇ ଦଳର ପ୍ରାଥମିକ ସଭ୍ୟ ପଦରୁ ମଧ୍ୟ ଦେଲେ ଇସ୍ତଫା ।

ସେ ପିପିଲି ବ୍ଲକର ସ୍ଥାୟୀ ଅଧିବାସୀ ହୋଇଥିବାରୁ ଉପନିର୍ବାଚନରେ କଂଗ୍ରେସକୁ ବଡ଼ ଧରଣର କ୍ଷତି ପହଞ୍ଚାଇବ ବୋଲି ସାଧାରଣରେ ଆଲୋଚନା ହେଉଛି । ଏନେଇ ସାମ୍ବାଦିକ ସମ୍ମିଳନୀ କରି ପିସିସି ସଭାପତିଙ୍କ ଉପରେ ଘୋର ବର୍ଷି ଥିବାବେଳେ ସର୍ବ ସାଧାରଣଙ୍କୁ ଅବଗତ କରାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..