Masthead

ଶ୍ବାସରୁଦ୍ଧ ହୋଇ ଶ୍ରମିକଙ୍କ ମୃତ୍ୟୁ

ନୟାଗଡ଼(ବଡ଼ ଖବର ବ୍ୟୁରୋ): ନୟାଗଡ଼ ବ୍ଲକ ଫସିପଡାରେ ବ୍ରିଜ କାମ ବେଳେ ଅଘଟଣ । ଶ୍ବାସରୁଦ୍ଧ ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି ମୃତ ଶ୍ରମିକ ହେଲେ ବିଦ୍ୟାଧର ମହାନ୍ତି । ତାଙ୍କ ଘର ଭଦ୍ରକ ଜିଲା ଭିସରପଟା । ରବିବାର ଫାସିପଡା ଗାଁରେ ଚାଲିଥିବା ବ୍ରିଜ କାମରେ ବିଦ୍ୟାଧର ନିୟୋଜିତ ହୋଇଥିଲେ । ଖନନ ହେଉଥିବା ସିମେଣ୍ଟ କୂଅ ଭିତରକୁ ଅକ୍ସିଜେନ ନେଇ ସେ ଯାଇଥିଲେ । ତେବେ ଅଧାରୁ ଅଧିକ ଗଭୀରକୁ ଯିବା ପରେ କୋଣସି କାରଣରୁ ଅକ୍ସିଜେନ ଖସି ପାଣି ଉପରୁ ଆସି ଯାଇଥିଲା । ଫଳରେ ବିଦ୍ୟାଧର ଅଣନିଶ୍ୱାସୀ ହୋଇ ପାଣି ଭିତରେ ମୃତ୍ୟୁ ହୋଇଥିଲା । ସାଙ୍ଗରେ କାମ କରୁଥିବା ଶ୍ରମିକ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼